2 Kings 13:24 — Compare Translations

5 translations compared side by side

Odia - 1840
"ହସାଯଲଙ୍କେ ମୃତ୍ଯୁପରେ ବିନ୍ହଦଦ୍ ନୂଆ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍ହଦଦ୍ ତାହାର ପଦରେ ରାଜ୍ୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହସାୟେଲଙ୍କ ମୃତ୍ୟୁପରେ ବି‌ନ୍‌ହଦଦ୍ ନୂଆ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍‍ହଦଦ୍‍ ତାହାର ପଦରେ ରାଜ୍ୟ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍‍ହଦଦ୍‍ ତାହାର ପଦରେ ରାଜ୍ୟ କଲା।