2 Kings 13:25 — Compare Translations
5 translations compared side by side
Odia - 1840
"ତାଙ୍କର ମୃତ୍ଯୁ ପୁର୍ବରୁ ୟୋଯାଶଙ୍କର ପିତା ଯିହାୟୋଦାରହସ୍ଙ୍କଠାରୁ ନଗରଗୁଡିକୁ ହସାଯଲେ ଅଧିକାର କରି ନେଲେ। ଯିହାୟୋଦାରହସ୍ଙ୍କ ପୁତ୍ର ୟୋଯାଶ ହସାଯେଲ୍ର ପୁତ୍ର ବିନ୍ହଦଦ୍ଙ୍କଠାରୁ ସହେି ନଗର ଗୁଡିକ ପୁନର୍ବାର ନେଲେ। ଯୋୟାଶ୍ ବିନହଦଦ୍ଙ୍କୁ ତିନିଥର ପରାସ୍ତ କରି ଇଶ୍ରାୟେଲର ନଗରଗୁଡିକୁ ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋୟାଶ୍ଙ୍କର ପିତା ଯିହୋୟାହାସ୍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ହସାୟେଲର ପୁତ୍ର ବିନହଦଦ୍ଠାରୁ ପୁନର୍ବାର ନେଲେ । ଯୋୟାଶ୍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ମୃତ୍ୟୁ ପୂର୍ବରୁ ଯୋୟାଶଙ୍କର ପିତା ଯିହୋୟାହସଙ୍କଠାରୁ ନଗରଗୁଡ଼ିକୁ ହସାୟେଲ ଅଧିକାର କରି ନେଲେ। ଯିହୋୟାହସଙ୍କ ପୁତ୍ର ଯୋୟାଶ ହସାୟେଲ୍ର ପୁତ୍ର ବିନ୍ହଦଦଙ୍କଠାରୁ ସେହି ନଗରଗୁଡ଼ିକ ପୁନର୍ବାର ନେଲେ। ଯୋୟାଶ୍ ବିନ୍ହଦଦଙ୍କୁ ତିନିଥର ପରାସ୍ତ କରି ଇସ୍ରାଏଲର ନଗରଗୁଡ଼ିକୁ ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯୋୟାଶ୍ଙ୍କର ପିତା ଯିହୋୟାହାସ୍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ହସାୟେଲର ପୁତ୍ର ବିନ୍ହଦଦ୍ଠାରୁ ପୁନର୍ବାର ନେଲେ। ଯୋୟାଶ୍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ।
Odia IRV 2017 (ଓଡିଆ ବାଇବେଲ)