2 Kings 13:3 — Compare Translations
5 translations compared side by side
Odia - 1840
"ଏଥି ରେ ସଦାପ୍ରଭୁ ଇଶ୍ରାୟେଲ ବିରୁଦ୍ଧ ରେ କୋର୍ଧାନ୍ବିତ ହେଲେ। ତେଣୁ ସେ ଅରାମର ରାଜା ହସାଯଲେ ଓ ତାଙ୍କର ପୁତ୍ର ବିନ୍ହଦଦ୍ ଶାସନର ଅଧିନ ରେ ଇଶ୍ରାୟେଲକୁ ଦିର୍ଘ ସମୟ ପାଇଁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ଵଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍⇧ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ କ୍ରୋଧାନ୍ୱିତ ହେଲେ। ତେଣୁ ସେ ଅରାମର ରାଜା ହସାୟେଲ ଓ ତାଙ୍କର ପୁତ୍ର ବିନ୍ହଦଦ୍ ଶାସନର ଅଧୀନରେ ଇସ୍ରାଏଲକୁ ଦିର୍ଘ ସମୟ ପାଇଁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।