2 Kings 13:4 — Compare Translations

5 translations compared side by side

Odia - 1840
"ତା'ପରେ ଯିହାୟୋଦାରହସ୍ ସଦାପ୍ରଭୁଙ୍କ କୃପା ଭିକ୍ଷା କଲେ। ସେ ତାଙ୍କର ନିବଦନେ ଶୁଣିଲେ ଓ ଇଶ୍ରାୟେଲ ଉପରେ ଅରାମ ରାଜାଙ୍କର ଉପଦ୍ରବ ଓ ଇଶ୍ରାୟେଲୀୟମାନଙ୍କର ଦୁର୍ଦ୍ଦଶା ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋୟାହସ୍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଉପଦ୍ରବ କଲା, ସେମାନଙ୍କର ସେହି ଉପଦ୍ରବ ସେ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଇସ୍ରାଏଲୀୟମାନଙ୍କ ଉପରେ ଦୟା ତା’ପରେ ଯିହୋୟାହସ୍ ସଦାପ୍ରଭୁଙ୍କ କୃପା ଭିକ୍ଷା କଲେ। ସେ ତାଙ୍କର ନିବେଦନ ଶୁଣିଲେ ଓ ଇସ୍ରାଏଲ ଉପରେ ଅରାମ ରାଜାଙ୍କର ଉପଦ୍ରବ ଓ ଇସ୍ରାଏଲୀୟମାନଙ୍କର ଦୁର୍ଦ୍ଦଶା ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋୟାହସ୍‍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋୟାହସ୍‍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।