2 Kings 13:5 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଇଶ୍ରାୟେଲ ଉଦ୍ଧାର ପାଇଁ ଏକ ଲୋକ ପଠାଇଲେ। ଫଳ ରେ ଇଶ୍ରାୟେଲୀୟମାନେ ଅରାମୀଯମାନଙ୍କଠାରୁ ମୁକ୍ତ ହେଲେ ଓ ପୂର୍ବପରି ନିଜ ନିଜ ଗୃହକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ଵାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଇସ୍ରାଏଲର ଉଦ୍ଧାର ପାଇଁ ଏକ ଲୋକ ପଠାଇଲେ। ଫଳରେ ଇସ୍ରାଏଲୀୟମାନେ ଅରାମୀୟମାନଙ୍କଠାରୁ ମୁକ୍ତ ହେଲେ ଓ ପୂର୍ବପରି ନିଜ ନିଜ ଗୃହକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍‍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍‍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।