2 Kings 13:6 — Compare Translations
5 translations compared side by side
Odia - 1840
"ତଥାପି ଇଶ୍ରାୟେଲୀୟମାନେ ୟାରବିଯାମ ବଂଶକୃତ ପାପ ପଥରୁ ବିମୁଖ ହେଲେ ନାହିଁ। ସମାନେେ ସହେି ପୂର୍ବପରି ପାପ କରି ଚାଲିଲେ, ଯାହା ସମାନେେ ଇଶ୍ରାୟେଲୀୟମାନଙ୍କୁ ପାପ କରାଇଥିଲେ। ସମାନେେ ମଧ୍ଯ ଶମରିଯା ରେ ଆଶରୋ ଖମ୍ବଗୁଡିକ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ଵୁରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଇସ୍ରାଏଲୀୟମାନେ ଯାରବିୟାମ ବଂଶକୃତ ପାପ ପଥରୁ ବିମୁଖ ହେଲେ ନାହିଁ। ସେମାନେ ସେହି ପୂର୍ବପରି ପାପ କରି ଗ୍ଭଲିଲେ, ଯାହା ସେମାନେ ଇସ୍ରାଏଲୀୟମାନଙ୍କୁ ପାପ କରାଇଥିଲେ। ସେମାନେ ମଧ୍ୟ ଶମରିୟାରେ ଆଶେରା ଖମ୍ବଗୁଡ଼ିକ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।