2 Kings 13:7 — Compare Translations

5 translations compared side by side

Odia - 1840
"ଅରାମର ରାଜା ୟିହୋଯାଶ୍ଙ୍କ ସୈନ୍ଯବାହିନୀକୁ ପରାସ୍ତ କରି ତାଙ୍କର ମାତ୍ର ପଚାଶ ଅଶ୍ବାରୋହୀ, ଦଶଟି ରଥ ଓ 10,000 ପଦାତିକଙ୍କୁ ଛାଡି ଅନ୍ୟ ସମସ୍ତଙ୍କୁ ବଧ କଲେ। ଯିହାୟୋଦାରଶ୍ଙ୍କ ସୈନ୍ଯମାନେ ଶସ୍ଯ ଅମଳ ସମୟରେ ଅଗାଡି ତୁଲ୍ଯ ପବନ ରେ ଗ୍ଭଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହିସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ; ପୁଣି ଶମରୀୟାରେ ଆଶେରା-ମୂର୍ତ୍ତି ମଧ୍ୟ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅରାମର ରାଜା ଯିହୋୟାହସଙ୍କ ସୈନ୍ୟବାହିନୀକୁ ପରାସ୍ତ କରି ତାଙ୍କର ମାତ୍ର ପଗ୍ଭଶ୍ ଅଶ୍ୱାରୋହୀ, ଦଶ ଗୋଟି ରଥ ଓ 10,000 ପଦାତିକଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କୁ ବଧ କଲେ। ଯିହୋୟାହସଙ୍କ ସୈନ୍ୟମାନେ ଶସ୍ୟଅମଳ ସମୟରେ ଅଗାଡ଼ି ତୁଲ୍ୟ ପବନରେ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହି ସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହିସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।