2 Kings 13:8 — Compare Translations
5 translations compared side by side
Odia - 1840
"ୟିହୋଯାଶ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ ମହାନ୍ କାର୍ୟ୍ଯାବଳୀ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯିହୋୟାହସ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାହସଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ ମହାନ କାର୍ଯ୍ୟାବଳୀ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯିହୋୟାହସ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଯିହୋୟାହସ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?