2 Kings 13:9 — Compare Translations

5 translations compared side by side

Odia - 1840
"ଅନନ୍ତର ଯିହାୟୋଦାରଶ୍ଙ୍କ ମୃତ୍ଯୁ ହେଲା ଓ ଲୋକମାନେ ଶମରିଯା ରେ ତାଙ୍କୁ ପୁର୍ବପୁରୁଷଙ୍କ ନିକଟରେ କବର ଦେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯୋୟାଶ୍ ରାଜ୍ଯ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋୟାହସ୍ ଆପଣା ପିତୃଲୋକମାନଙ୍କ ସହିତ ଶୟନ କରନ୍ତେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଯିହୋୟାହସଙ୍କ ମୃତ୍ୟୁ ହେଲା ଓ ଲୋକମାନେ ଶମରିୟାରେ ତାଙ୍କ ପୂର୍ବପୁରୁଷଙ୍କ ନିକଟରେ କବର ଦେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯୋୟାଶ୍ ରାଜ୍ୟ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋୟାହସ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍‍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋୟାହସ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍‍ ତାଙ୍କର ପଦରେ ରାଜ୍ୟ କଲେ।