2 Kings 14:1 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା ଯିହାୟୋଦାରହସ୍ଙ୍କ ପୁତ୍ର ୟୋଯାଶଙ୍କର ରାଜତ୍ବର ଦ୍ବିତୀୟ ବର୍ଷ ରେ ଯିହୁଦାର ରାଜା ୟୋଯାଶଙ୍କର ପୁତ୍ର ଅମତ୍ସିଯ ରାଜ୍ଯ କରିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାରେ ଅମତ୍ସିୟ ଶାସନ ଆରମ୍ଭ କରନ୍ତି ଇସ୍ରାଏଲର ରାଜା ଯିହୋୟାହସଙ୍କ ପୁତ୍ର ଯୋୟାଶଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ଅମତ୍ସିୟ ରାଜ୍ୟ କରିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।