2 Kings 14:10 — Compare Translations
5 translations compared side by side
Odia - 1840
"ଏହା ସତ୍ଯ ତୁମ୍ଭେ ଇଦୋମ ଅଧିକାର କରିଛ। ସେଥିପାଇଁ ତୁମ୍ଭେ ଗର୍ବିତ କାରଣ ତୁମ୍ଭେ ଇଦୋମ ଜଯ କରିଛ। ସହେି ଗୌରବ ନଇେ ସନ୍ତୁଷ୍ଟ ହାଇେ ରୁହ। ଆଉ ନିଜ ଉପରେ କ୍ଲେଶ ଆଣ ନାହିଁ। ଯଦି ତୁମ୍ଭେ ଏହା କର, ତୁମ୍ଭେ ଯିହୁଦାର ସହିତ ପତନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ପ୍ରମାଣ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ ତୁମ୍ଭେ ଇଦୋମ ଅଧିକାର କରିଛ। ସେଥିପାଇଁ ତୁମ୍ଭେ ଗର୍ବିତ କାରଣ ତୁମ୍ଭେ ଇଦୋମ ଜୟ କରିଛ। ସେହି ଗୌରବ ନେଇ ସନ୍ତୁଷ୍ଟ ହୋଇ ରୁହ। ଆଉ ନିଜ ଉପରେ କ୍ଳେଶ ଆଣ ନାହିଁ। ଯଦି ତୁମ୍ଭେ ଏହା କର, ତୁମ୍ଭେ ଯିହୁଦା ସହିତ ପତନ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
Odia IRV 2017 (ଓଡିଆ ବାଇବେଲ)
ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”