2 Kings 14:11 — Compare Translations

5 translations compared side by side

Odia - 1840
"ମାତ୍ର ଅମତ୍ସିଯ ୟୋଯାଶଙ୍କ କଥା ଶୁଣିଲେ ନାହିଁ। ତେଣୁ ୟୋଯାଶ ଓ ଅମତ୍ସିଯ ଯିହୁଦାର ବୈଥଶମେଶ ରେ ପରସ୍ପର ୟୁଦ୍ଧ ରେ ସମ୍ମୁଖୀନ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ । ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧକାରସ୍ଥ ବୈଥ୍ଶେମଶ୍ରେ ସେ ଓ ଯିହୁଦା-ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଅମ‌ତ୍‌ସିୟ ଯୋୟାଶଙ୍କ କଥା ଶୁଣିଲେ ନାହିଁ। ତେଣୁ ଯୋୟାଶ ଓ ଅମ‌ତ୍‌ସିୟ ଯିହୁଦାର ବୈ‌‌‌ଥ୍‌‌‌ଶେମଶରେ ପରସ୍ପର ଯୁଦ୍ଧରେ ସମ୍ମୁଖୀନ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।