2 Kings 14:12 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଯିହୁଦାକୁ ପରାସ୍ତ କଲା ଓ ଯିହୁଦାର ପ୍ରେତ୍ୟକକ ଲୋକ ନିଜନିଜ ତମ୍ବୁକୁ ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ପଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଯିହୁଦାକୁ ପରାସ୍ତ କଲା ଓ ଯିହୁଦାର ପ୍ରତ୍ୟେକ ଲୋକ ନିଜ ନିଜ ତମ୍ବୁକୁ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।