2 Kings 14:13 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ରାଜା ଯୋୟାଶର ପୁତ୍ର ଯିହୁଦାର ରାଜା ଓ ଅହସିଯଙ୍କର ପୌତ୍ର ବୈଥଶମେଶକୁ ଅଧିକାର କଲେ। ପ୍ରାଯ 600 ଫୁଟ୍ ଇଫ୍ରାଯିମର ଦ୍ବାରଠାରୁ କଣର ଦ୍ବାର ପର୍ୟ୍ଯନ୍ତ ନଗର ପାଚରେୀ ୟୋଯାଶଯ ଭାଙ୍ଗି ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍ଶେମଶ୍ରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ଵାରଠାରୁ କୋଣର ଦ୍ଵାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ରାଜା ଯୋୟାଶର ପୁତ୍ର ଯିହୁଦାର ରାଜା ଓ ଅହସିୟଙ୍କର ପୌତ୍ର ବୈ‌‌‌ଥ୍‌‌‌ଶେମଶକୁ ଅଧିକାର କଲେ। ପ୍ରାୟ 600 ଫୁଟ୍ ଇଫ୍ରୟିମର ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ନଗର ପାଚେରୀ ଯୋୟାଶୟ ଭାଙ୍ଗି ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍‍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍‍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର ଦ୍ୱାର ଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।