2 Kings 14:15 — Compare Translations
5 translations compared side by side
Odia - 1840
"ପୁଣି ୟୋଯାଶଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିଯା ଓ ପରାକ୍ରମ ଏବଂ ସେ ଯିହୁଦା ରାଜା ଅମତ୍ସିଯଙ୍କ ସଙ୍ଗେ କି ପ୍ରକାର ୟୁଦ୍ଧ କଲେ ସେ ସବୁ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯୋୟାଶଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିୟା ଓ ପରାକ୍ରମ ଏବଂ ସେ ଯିହୁଦା ରାଜା ଅମତ୍ସିୟଙ୍କ ସଙ୍ଗେ କି ପ୍ରକାର ଯୁଦ୍ଧ କଲେ ସେ ସବୁ ଇସ୍ରାଏଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?