2 Kings 14:16 — Compare Translations
5 translations compared side by side
Odia - 1840
"ୟୋଯାଶଙ୍କର ମୃତ୍ଯୁ ହେଲା ଓ ସେ ନିଜର ପୂର୍ବପୁରୁଷଗଣଙ୍କ ସହିତ ଶମରିଯା ରେ ଇଶ୍ରାୟେଲ ରାଜାମାନଙ୍କ ସଙ୍ଗେ କବର ନେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ୟାରବିଯାମ ନୂତନ ରାଜା ରୂପେ ପରିଚିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋୟାଶ୍ ଆପଣା ପିତୃଗଣ ସହିତ ଶୟନ କରି ଶମରୀୟାରେ ଇସ୍ରାଏଲ-ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ୍ ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶଙ୍କର ମୃତ୍ୟୁ ହେଲା ଓ ସେ ନିଜର ପୂର୍ବପୁରୁଷଗଣଙ୍କ ସହିତ ଶମରିୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ନେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯାରବିୟାମ ନୂତନ ରାଜା ରୂପେ ପରିଚିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ୍ ତାଙ୍କ ପଦରେ ରାଜ୍ୟ କଲେ।