2 Kings 14:17 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ରାଜା ଯିହାୟୋଦାରହସଙ୍କର ପୁତ୍ର ୟୋଯାଶଙ୍କର ମୃତ୍ଯୁ ପରେ ଯିହୁଦାର ରାଜା ୟୋଯାଶଙ୍କର ପୁତ୍ର ଅମିତ୍ସିଯ ପନ୍ଦର ବର୍ଷ ବଞ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ‌ତ୍‌ସିୟଙ୍କ ମୃତ୍ୟୁ ଇସ୍ରାଏଲ ରାଜା ଯିହୋୟାହସଙ୍କର ପୁତ୍ର ଯୋୟାଶଙ୍କର ମୃତ୍ୟୁ ପରେ ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ଅମ‌ତ୍‌ସିୟ ପନ୍ଦର ବର୍ଷ ବଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।