2 Kings 14:18 — Compare Translations

5 translations compared side by side

Odia - 1840
"ଅମତ୍ସିଯ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ପରାକ୍ରମ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଅମ‌ତ୍‌ସିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟ ଓ ପରାକ୍ରମ, ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କ’ଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?