2 Kings 14:19 — Compare Translations

5 translations compared side by side

Odia - 1840
"ଅନନ୍ତର ୟିରୁଶାଲମ ରେ ଲୋକମାନେ ତାଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ। ତେଣୁ ସେ ଲାଖୀଶକୁ ପଳାଇଲେ। ମାତ୍ର ସମାନେେ ଲାଖୀଶକୁ ଲୋକ ପଠାଇ ତାଙ୍କୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଯିରୁଶାଲମରେ ଲୋକମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। ତେଣୁ ସେ ଲାଖୀ‌ଶ୍‌କୁ ପଳାଇଲେ। ମାତ୍ର ସେମାନେ ଲାଖୀ‌ଶ୍‌କୁ ଲୋକ ପଠାଇ ତାଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।