2 Kings 14:2 — Compare Translations
5 translations compared side by side
Odia - 1840
"ସେ ପଚିଶ ବର୍ଷ ବଯସ ରେ ରାଜ୍ଯ ଶାସନ ଆରମ୍ଭ କରିଥିଲେ ଓ ସେ ଅଣତିରିଶ ବର୍ଷ ୟିରୁଶାଲମ ରେ ଶାସନ କଲେ। ତାଙ୍କର ମାତାଙ୍କର ନାମ ୟିହୋଯୋଦ୍ଦନ ଓ ସେ ସ୍ତ୍ରୀ ୟିରୁଶାଲମ ନିବାସିନୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପଚିଶ୍ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କରିଥିଲେ ଓ ସେ ଅଣତିରିଶ୍ ବର୍ଷ ଯିରୁଶାଲମରେ ଶାସନ କଲେ। ତାଙ୍କର ମାତାଙ୍କର ନାମ ଯିହୋୟଦ୍ଦନ୍ ଓ ସେ ସ୍ତ୍ରୀ ଯିରୁଶାଲମ ନିବାସିନୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।