2 Kings 14:20 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ତାଙ୍କର ମୃତ ଶବକୁ ଅଶ୍ବପୃଷ୍ଠ ରେ ଆଣି ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ୟିରୁଶାଲମ ରେ ଦାଉଦ ନଗର ରେ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଅଶ୍ଵମାନଙ୍କ ଉପରେ ତାଙ୍କୁ ଆଣିଲେ; ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ତାଙ୍କର ମୃତ ଶବକୁ ଅଶ୍ୱପୃଷ୍ଠରେ ଆଣି ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ଯିରୁଶାଲମର ଦାଉଦ ନଗରରେ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ।