2 Kings 14:21 — Compare Translations
5 translations compared side by side
Odia - 1840
"ଅନନ୍ତର ଯିହୁଦାର ସମସ୍ତ ଲୋକ ଅମତ୍ସିଯଙ୍କର ଷୋଳବର୍ଷର ପୁତ୍ର ଅସରିଯଙ୍କୁ ତାଙ୍କ ପିତାଙ୍କ ପଦ ରେ ରାଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅସରିୟ ଯିହୁଦାରେ ରାଜ୍ୟ ଶାସନ କରନ୍ତି ଅନନ୍ତର ଯିହୁଦାର ସମସ୍ତ ଲୋକ ଅମତ୍ସିୟଙ୍କର ଷୋହଳ ବର୍ଷର ପୁତ୍ର ଅସରିୟଙ୍କୁ ତାଙ୍କ ପିତାଙ୍କ ପଦରେ ରାଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ।