2 Kings 14:22 — Compare Translations

5 translations compared side by side

Odia - 1840
"ଅମତ୍ସିଯ ନିଜ ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ତତ୍ପରେ ଅସରିଯ ଏଲତ୍ ନଗରକୁ ଦୃଢ କରି ତାହା ପୁନର୍ବାର ଯିହୁଦାର ଅଧିନକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ପିତୃଗଣ ସହିତ ଶୟନ କଲା ଉତ୍ତାରେ ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ‌ତ୍‌ସିୟ ନିଜ ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ତତ୍ପରେ ଅସରିୟ ଏଲତ୍ ନଗରକୁ ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଅମତ୍‍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ରାଜା ଅମତ୍‍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।