2 Kings 14:23 — Compare Translations

5 translations compared side by side

Odia - 1840
"ଯିହୁଦାର ରାଜା ୟୋଯାଶଙ୍କର ପୁତ୍ର ରାଜା ଅମତ୍ସିଯଙ୍କ ରାଜତ୍ବର ପନ୍ଦର ବର୍ଷ ରେ ଇଶ୍ରାୟେଲର ରାଜା ୟୋଯାଶଙ୍କର ପୁତ୍ର ୟାରବିଯାମ ଶମରିଯା ରେ ରାଜ୍ଯ ଶାସନ ଆରମ୍ଭ କଲେ ଓ ସେ ଏକଗ୍ଭଳିଶ ବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟଙ୍କର ଅଧିକାରର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ ଶମରୀୟାରେ ରାଜ୍ୟ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାରବିୟାମ ଇସ୍ରାଏଲରେ ରାଜ୍ୟ ଶାସନ କଲେ ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ରାଜା ଅମ‌ତ୍‌ସିୟଙ୍କ ରାଜତ୍ୱର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶଙ୍କର ପୁତ୍ର ଯାରବିୟାମ ଶମରିୟାରେ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଏକଗ୍ଭଳିଶ ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ୍ ଶମରୀୟାରେ ରାଜତ୍ଵ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।