2 Kings 14:24 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଦୃଷ୍ଟି ରେ ଏପରି କର୍ମ କରିଗଲେ ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ ଥିଲା। ନବାଟଙ୍କ ପୁତ୍ର ୟାରବିଯାମ ଯେଉଁ ପାପ ନିଜେ କରିଥିଲେ, ତାହା ଇଶ୍ରାୟେଲୀୟମାନଙ୍କୁ ମଧ୍ଯ କରାଇଲେ। ସେ ସେଥିରୁ ବିରତ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଦୃଷ୍ଟିରେ ଏପରି କର୍ମ କରିଗଲେ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ ଥିଲା। ନବାଟଙ୍କ ପୁତ୍ର ଯାରବିୟାମ ଯେଉଁ ପାପ ନିଜେ କରିଥିଲେ, ତାହା ଇସ୍ରାଏଲୀୟମାନଙ୍କୁ ମଧ୍ୟ କରାଇଲେ। ସେ ସେଥିରୁ ବିରତ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।