2 Kings 14:25 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ବାକ୍ଯ ଅନୁସାରେ ଅମିତ୍ତଯର ପୁତ୍ର ଗାଥ ହଫରେ ନିବାସୀ ଆପଣା ସବେକ ୟୂନସ ଭବିଷ୍ଯତବକ୍ତାଙ୍କ ହସ୍ତ ରେ ଯାହା କହିଥିଲେ, ତାଙ୍କର ସହେି ବାକ୍ଯାନୁସା ରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଅରାବା ସାଗର ପର୍ୟ୍ଯନ୍ତ ଇଶ୍ରାୟେଲର ସୀମା ପୁନର୍ବାର ୟାରବିଯାମ ଖଳେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅମିତ୍ତୟର ପୁତ୍ର ଗାଥ୍-ହେଫର୍ ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍-ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ-ସ୍ଥାନଠାରୁ ଆରାବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟ ଅନୁସାରେ ଅମିତ୍ତୟଙ୍କ ପୁତ୍ର ଗାଥ୍ହେଫର ନିବାସୀ ଆପଣା ସେବକ ଯୂନସ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଅରାବା ସାଗର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ଯାରବିୟାମ ଦଖଳ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରାବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।