2 Kings 14:26 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ଇଶ୍ରାୟେଲୀୟ ଲୋକମାନଙ୍କୁ ଦଯନୀଯ ୟନ୍ତ୍ରଣା ଦେଖିଲେ। ଯେଉଁମାନେ ଦୋଷି ଥିଲେ ଯେଉଁ ମାନେ ମୁକ୍ତ ଥିଲେ। ଏହା କାରଣ ଥିଲା, ଇଶ୍ରାୟେଲକୁ ସାହାୟ୍ଯ କରିବାକୁ କହେି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟ; ତିକ୍ତ; ଯେଣୁ ବଦ୍ଧ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ଇସ୍ରାଏଲୀୟମାନଙ୍କର ଦୟନୀୟ ଯନ୍ତ୍ରଣା ଦେଖିଲେ, ଯେଉଁମାନେ ଦୋଷି ଓ ମୁକ୍ତ ଥିଲେ। କାରଣ ଇସ୍ରାଏଲକୁ ସାହାଯ୍ୟ କରିବାକୁ କେହି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।