2 Kings 14:27 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁ କହିଲେ ନାହିଁ ଯେ, ସେ ପୃଥିବୀରୁ ଇଶ୍ରାୟେଲର ନାମ ନିଶ୍ଚିହ୍ନ କରିବେ। ତେଣୁ ସେ ୟୋଯାଶଙ୍କ ପୁତ୍ର ୟାରବିଯାମଙ୍କ ଦ୍ବାରା ସମାନଙ୍କେୁ ଉଦ୍ଧାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଆକାଶମଣ୍ତଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ କହିଲେ ନାହିଁ ଯେ, ସେ ପୃଥିବୀରୁ ଇସ୍ରାଏଲର ନାମ ନିଶ୍ଚିହ୍ନ କରିବେ। ତେଣୁ ସେ ଯୋୟାଶଙ୍କ ପୁତ୍ର ଯାରବିୟାମଙ୍କ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।