2 Kings 14:28 — Compare Translations
5 translations compared side by side
Odia - 1840
"ୟାରବିଯାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିଯା, ସମସ୍ତ ପରାକ୍ରମ, ସେ କି ପ୍ରକାର ୟୁଦ୍ଧ କଲେ ଓ ଇଶ୍ରାୟେଲ ପାଇଁ ସେ କିପରି ଯିହୁଦାର ପୁର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ଅଧିକାର କଲେ, ସେ ସବୁ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯାରବୀୟାମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ୍ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯାରବିୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିୟା, ସମସ୍ତ ପରାକ୍ରମ, ସେ କି ପ୍ରକାର ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପରି ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ଅଧିକାର କଲେ, ସେ ସବୁ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଯାରବୀୟାମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କ’ଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?