2 Kings 14:29 — Compare Translations
5 translations compared side by side
Odia - 1840
"ଅନନ୍ତର ୟାରବିଯାମଙ୍କ ମୃତ୍ଯୁ ହେଲା ଓ ସେ ଇଶ୍ରାୟେଲର ରାଜାମାନଙ୍କ ସହିତ କବର ନେଲେ। ତାଙ୍କ ପଦର ରେ ତାଙ୍କ ପୁତ୍ର ଜିଖରିଯ ଇଶ୍ରାୟେଲର ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାରବୀୟାମ୍ ଆପଣା ପିତୃଲୋକ ଇସ୍ରାଏଲର ରାଜାମାନଙ୍କ ସହିତ ଶୟନ କଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଯାରବିୟାମଙ୍କ ମୃତ୍ୟୁ ହେଲା ଓ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବର ନେଲେ। ତାଙ୍କ ପଦରେ ତାଙ୍କ ପୁତ୍ର ଜିଖରିୟ ଇସ୍ରାଏଲର ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବର ପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।