2 Kings 14:3 — Compare Translations

5 translations compared side by side

Odia - 1840
"ପୁଣି ଅମତ୍ସିଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ। ମାତ୍ର ସେ ତାଙ୍କ ପୁର୍ବପୁରୁଷ ଦାଉଦଙ୍କ ପରି ସମ୍ପୂର୍ଣ୍ଣ ଭାବରେ ପରମେଶ୍ବରଙ୍କ ଅନୁଗାମୀ ହେଲେ ନାହିଁ। ସେ ନିଜର ପିତା ୟୋଯାଶ୍ଙ୍କର କୃତ କର୍ମାନୁସା ରେ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅମ‌ତ୍‌ସିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ। ମାତ୍ର ସେ ତାଙ୍କ ପୂର୍ବପୁରୁଷ ଦାଉଦଙ୍କ ପରି ସମ୍ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଅନୁଗାମୀ ହେଲେ ନାହିଁ। ସେ ନିଜର ପିତା ଯୋୟାଶଙ୍କର କୃତ କର୍ମାନୁସାରେ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅମତ୍‍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍‍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅମତ୍‍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍‍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।