2 Kings 14:4 — Compare Translations
5 translations compared side by side
Odia - 1840
"ସେ ଉଚ୍ଚସ୍ଥଳୀଗୁଡିକ ଧ୍ବଂସ କଲେ ନାହିଁ। ଲୋକମାନେ ତଥାପି ସେ ଉଚ୍ଚସ୍ଥାନମାନଙ୍କ ରେ ବଳିଦାନ କଲେ ଓ ଧୂପ ଜଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଉଚ୍ଚସ୍ଥଳୀଗୁଡ଼ିକ ଧ୍ୱଂସ କଲେ ନାହିଁ। ଲୋକମାନେ ତଥାପି ସେ ଉଚ୍ଚସ୍ଥାନମାନଙ୍କରେ ବଳିଦାନ କଲେ ଓ ଧୂପ ଜଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।