2 Kings 14:5 — Compare Translations
5 translations compared side by side
Odia - 1840
"ସେତବେେଳେ ଅମତ୍ସିଯଙ୍କର ରାଜ୍ଯ ଉପରେ ଦୃଢ ନିଯନ୍ତ୍ରଣ ଥିଲା। ସେ ତାଙ୍କର ଦାସମାନଙ୍କ ମଧ୍ଯରୁ ଯେଉଁମାନେ ତାଙ୍କ ପିତାଙ୍କର ହତ୍ଯାକାରୀ ଥିଲେ। ସମାନଙ୍କେୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଅମତ୍ସିୟଙ୍କର ରାଜ୍ୟ ଉପରେ ଦୃଢ଼ ନିୟନ୍ତ୍ରଣ ଥିଲା। ସେ ତାଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କ ପିତାଙ୍କର ହତ୍ୟାକାରୀ ଥିଲେ। ସେମାନଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।