2 Kings 14:7 — Compare Translations
5 translations compared side by side
Odia - 1840
"ଅମତ୍ସିଯ ଲବଣ ଉପତ୍ୟକା ରେ 10,000 ଇଦୋମ ଲୋକଙ୍କୁ ବଧ କଲେ ଓ ୟୁଦ୍ଧ ରେ ସେଲା ନଗର ଅଧିକାର କରି ତାହାର ନାମ ୟକ୍ତଲେ ରଖିଲେ। ତାହା ଆଜି ମଧ୍ଯ ୟକ୍ତଲେ ନାମ ରେ ପରିଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଅଦ୍ୟାପି ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅମତ୍ସିୟ ଲବଣ ଉପତ୍ୟକାରେ 10,000 ଇଦୋମ ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ଅଧିକାର କରି ତାହାର ନାମ “ଯକ୍ତେଲ” ରଖିଲେ। ତାହା ଆଜି ମଧ୍ୟ “ଯକ୍ତେଲ” ନାମରେ ପରିଚିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।