2 Kings 14:8 — Compare Translations
5 translations compared side by side
Odia - 1840
"ଅମତସିଯ ଯହେୂଙ୍କ ପୌତ୍ର ଓ ଯିହାୟୋଦାରହସ୍ଙ୍କ ପୁତ୍ର ୟୋଯାଶଙ୍କ ନିକଟକୁ ସନ୍ଦେଶବାହ ପଠାଇଲେ, ଇଶ୍ରାୟେଲ ରାଜା କହୁଛନ୍ତି, ଆସ, ଆମ୍ଭମାନେେ ପରସ୍ପର ସମ୍ମୁଖା ସମ୍ମୁଖୀ ହାଇେ ୟୁଦ୍ଧ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଅମତ୍ସୀୟ ଦୂତଗଣ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ଅମତ୍ସିୟଙ୍କ ଯୋୟାଶ୍ ବିରୁଦ୍ଧରେ ଯୁଦ୍ଧ ଅମତ୍ସିୟ ଯେହୂଙ୍କ ପୌତ୍ର ଓ ଯିହୋୟାହସଙ୍କ ପୁତ୍ର ଯୋୟାଶଙ୍କ ନିକଟକୁ ସନ୍ଦେଶ ବାହକ ପଠାଇଲେ, ଇସ୍ରାଏଲର ରାଜା କହୁଛନ୍ତି, “ଆସ, ଆମ୍ଭେମାନେ ପରସ୍ପର ସମ୍ମୁଖା ସମ୍ମୁଖୀ ହୋଇ ଯୁଦ୍ଧ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଅମତ୍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଅମତ୍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”