2 Kings 14:9 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା ୟୋଯାଶ ଯିହୁଦାର ରାଜା ଅମତ୍ସିଯ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନ୍ର କଣ୍ଟକଲତା ଏରସ୍ବୃକ୍ଷ ନିକଟକୁ କହି ପଠାଇଲେ, 'ତୁମ୍ଭ କନ୍ଯାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ କରିଦିଅ।' ମାତ୍ର ଲିବାନୋନ୍ର ଏକ ବନ୍ଯ ପଶୁ ସହେି ବାଟ ଦଇେ ଯାଉଥିଲା ଓ ସେ କଣ୍ଟକଲତାକୁ ପାଦ ରେ ଦଳି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନ୍ର କଣ୍ଟକଲତା ଲିବାନୋନ୍ର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ; ଏଥି ମଧ୍ୟରେ ଲିବାନୋନ୍ର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ଯୋୟାଶ ଯିହୁଦାର ରାଜା ଅମତ୍ସିୟ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନ୍ର କଣ୍ଟକଲତା ଏରସ୍ବୃକ୍ଷ ନିକଟକୁ କହି ପଠାଇଲେ, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ କରିଦିଅ।’ ମାତ୍ର ଲିବାନୋନ୍ର ଏକ ବନ୍ୟ ପଶୁ ସେହି ବାଟ ଦେଇ ଯାଉଥିଲା ଓ ସେ କଣ୍ଟକଲତାକୁ ପାଦରେ ଦଳି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥି ମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।