2 Kings 15:1 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ରେ ୟାରବିଯାମଙ୍କ ରାଜତ୍ବର ସପ୍ତବିଂଶ ବର୍ଷ ରେ ଅମତ୍ସିଯଙ୍କର ପୁତ୍ର ଅସରିଯ ଯିହୁଦା ରେ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା ଯାରବୀୟାମ୍ଙ୍କର ଅଧିକାରର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜ୍ୟ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାରେ ଅସରିୟଙ୍କ ରାଜତ୍ୱ ଇସ୍ରାଏଲରେ ଯାରବିୟାମଙ୍କ ରାଜତ୍ୱର ସତାଇଶ୍ ବର୍ଷରେ ଅମତ୍ସିୟଙ୍କର ପୁତ୍ର ଅସରିୟ ଯିହୁଦାରେ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା ଯାରବୀୟାମଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ରାଜା ଯାରବୀୟାମ୍ଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।