2 Kings 15:10 — Compare Translations
5 translations compared side by side
Odia - 1840
"ଆଉ ୟାବେଶଙ୍କ ପୁତ୍ର ଶଲ୍ଲମ ୟିଖରିଯଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ ଓ ତାଙ୍କୁ ସମସ୍ତଙ୍କ ସମ୍ମୁଖ ରେ ବଧ କଲେ ଓ ନୂତନ ରୂପେ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାବେଶ୍ଙ୍କର ପୁତ୍ର ଶଲ୍ଲୁମ୍ ତାଙ୍କ ବିରୁଦ୍ଧରେ ଚକ୍ରା; କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯାବେଶଙ୍କ ପୁତ୍ର ଶଲ୍ଲୁମ ଜିଖରିୟଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ତାଙ୍କୁ ସମସ୍ତଙ୍କ ସମ୍ମୁଖରେ ବଧ କଲେ ଓ ନୂତନ ରୂପେ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।