2 Kings 15:11 — Compare Translations
5 translations compared side by side
Odia - 1840
"ଜିଖରିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ, ପରାକ୍ରମ ଇଶ୍ରାୟେଲ ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତା; ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଜିଖରିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟ, ପରାକ୍ରମ ଇସ୍ରାଏଲ ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।