2 Kings 15:12 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ସଦାପ୍ରଭୁଙ୍କ ବାକ୍ଯ ସତ୍ଯ ହେଲା। ସେ ଯହେୂଙ୍କୁ କହିଥିଲେ ତାଙ୍କର ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଇଶ୍ରାୟେଲର ସିଂହାସନ ରେ ଉପବିଷ୍ଟ ହବେେ, ତାହା ସହେିପରି ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ । ଆଉ ସେହିପରି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ସଦାପ୍ରଭୁଙ୍କ ବାକ୍ୟ ସତ୍ୟ ହେଲା। ସେ ଯେହୂଙ୍କୁ କହିଥିଲେ ତାଙ୍କର ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ, ତାହା ସେହିପରି ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।