2 Kings 15:13 — Compare Translations
5 translations compared side by side
Odia - 1840
"ଯିହୁଦା ରେ ଉଷିୟଙ୍କ ରାଜତ୍ବର ଅଣଗ୍ଭଳିଶ ବର୍ଷ ରେ ୟାବେଶଙ୍କ ପୁତ୍ର ଶଲ୍ଲୁମ ଇଶ୍ରାୟେଲ ରେ ରାଜା ହେଲେ। ସେ ଶମରିଯା ରେ ଏକମାସ ପାଇଁ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଉଷୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜ୍ୟ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲ୍ଲୁମଙ୍କ ଇସ୍ରାଏଲ ଉପରେ ଅଳ୍ପକାଳ ଶାସନ ଯିହୁଦାରେ ଉଷିୟଙ୍କ ରାଜତ୍ୱର ଅଣଗ୍ଭଳିଶ ବର୍ଷରେ ଯାବେଶଙ୍କ ପୁତ୍ର ଶଲ୍ଲୁମ ଇସ୍ରାଏଲରେ ରାଜା ହେଲେ। ସେ ଶମରିୟାରେ ଏକ ମାସ ପାଇଁ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜତ୍ଵ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।