2 Kings 15:14 — Compare Translations
5 translations compared side by side
Odia - 1840
"ଆଉ ଗାଦିର ପୁତ୍ର ମନ ହେମ୍ ତିର୍ସାରୁ ଆସି ଶମରିଯା ରେ ଉପସ୍ଥିତ ହେଲେ ଓ ୟାବେଶଙ୍କ ପୁତ୍ର ଶଲ୍ଲୁମଙ୍କୁ ଶମରିଯା ରେ ଆଘାତ କରି ବଧ କଲେ ଓ ତାଙ୍କ ପଦ ରେ ରାଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଆସି ଶମରିୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କ ପୁତ୍ର ଶଲ୍ଲୁମଙ୍କୁ ଶମରିୟାରେ ଆଘାତ କରି ବଧ କଲେ ଓ ତାଙ୍କ ପଦରେ ରାଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।