2 Kings 15:15 — Compare Translations
5 translations compared side by side
Odia - 1840
"ଶଲ୍ଲୁମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଜିଖରିଯଙ୍କ ବିରୁଦ୍ଧ ରେ କୃତ ଚକ୍ରାନ୍ତ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଶଲ୍ଲୁମଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର କୃତ ଚକ୍ରା; ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶଲ୍ଲୁମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଜିଖରିୟଙ୍କ ବିରୁଦ୍ଧରେ କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଶଲ୍ଲୁମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ଶଲ୍ଲୁମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।