2 Kings 15:17 — Compare Translations
5 translations compared side by side
Odia - 1840
"ଯିହୁଦା ରେ ଅସରିଯଙ୍କ ରାଜତ୍ବର ଅଣଗ୍ଭଳିଶ ବର୍ଷ ରେ ଗାଦିଙ୍କର ପୁତ୍ର ମନ ହେମ୍ ଇଶ୍ରାୟେଲ ରେ ରାଜା ହେଲେ ଓ ସେ ଶମରିଯା ରେ ଦଶବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାରେ ଅସରିୟଙ୍କ ରାଜତ୍ୱର ଅଣଗ୍ଭଳିଶ ବର୍ଷରେ ଗାଦିଙ୍କର ପୁତ୍ର ମନହେମ୍ ଇସ୍ରାଏଲରେ ରାଜା ହେଲେ ଓ ସେ ଶମରିୟାରେ ଦଶ ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।