2 Kings 15:18 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ ଦୃଷ୍ଟି ରେ ଯାହାସବୁ ପାପ ଓ ଘୃଣ୍ଯ, ସେସବୁ କର୍ମ କରି ଚାଲିଲେ। ସେ କବେେ ହେଲେ ପାପ କରିବାକୁ କ୍ଷାନ୍ତ ହେଲେ ନାହିଁ, ଯେଉଁସବୁ ପାପ ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ କରାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହାସବୁ ପାପ ଓ ଘୃଣ୍ୟ, ସେସବୁ କର୍ମ କରି ଗ୍ଭଲିଲେ। ସେ କେବେହେଲେ ପାପ କରିବାରୁ କ୍ଷାନ୍ତ ହେଲେ ନାହିଁ, ଯେଉଁସବୁ ପାପ ଯାରବିୟାମ ଇସ୍ରାଏଲୀୟମାନଙ୍କୁ କରାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।