2 Kings 15:19 — Compare Translations
5 translations compared side by side
Odia - 1840
"ଅଶୂରର ରାଜା ପୂଲ୍ ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିବାରୁ ମନ ହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1,000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ଯ ସୁଦୃଢ କରିବାକୁ ତାଙ୍କୁ ସାହାର୍ୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶୂରର ରାଜା ପୂଲ୍ ଦେଶର ପ୍ରତିକୂଳରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳ; ରୂପା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରର ରାଜା ପୂଲ୍ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବାରୁ ମନହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ୟ ସୁଦୃଢ଼ କରିବାକୁ ତାଙ୍କୁ ସାହାଯ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶୂରର ରାଜା ପୂଲ୍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଅଶୂରର ରାଜା ପୂଲ୍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।