2 Kings 15:2 — Compare Translations

5 translations compared side by side

Odia - 1840
"ଷୋଡଶ ବର୍ଷ ବଯସ ରେ ଅସରିଯ ରାଜ୍ଯ ଶାସନ ଆରମ୍ଭ କଲେ ଓ ସେ ୟିରୁଶାଲମ ରେ ବାବନ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ୟିଖଲିଯା ଓ ସେ ୟିରୁଶାଲମ ନିବାସିନୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାଆନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଷୋଡ଼ଶ ବର୍ଷ ବୟସରେ ଅସରିୟ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ବାବନ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଯିଖଲିୟା ଓ ସେ ଯିରୁଶାଲମ ନିବାସିନୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।