2 Kings 15:20 — Compare Translations

5 translations compared side by side

Odia - 1840
"ପୁଣି ମନେ ହେମ୍ ଏହି ଟଙ୍କା ଇଶ୍ରାୟେଲର ଧନୀ ଓ ଶକ୍ତିଶାଳୀ ଲୋକଙ୍କଠାରୁ ଆଦାଯ କଲେ। ପ୍ରେତ୍ୟକକ ଧନଶାଳୀ ଲୋକଠାରୁ ପଗ୍ଭଶ ଶକେଲ ଲଖାଏଁେ ରୂପା ନେଲେ। ସେ ଅଶୂର ରାଜାଙ୍କୁ ଏହି ଧନ ପାଇବା ପରେ ଇଶ୍ରାୟେଲ ପରିତ୍ଯାଗ କଲେ ଓ ନିଜ ଦେଶକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମନହେମ୍ ଏହି ଟଙ୍କା ଇସ୍ରାଏଲର ଧନୀ ଓ ଶକ୍ତିଶାଳୀ ଲୋକଙ୍କଠାରୁ ଆଦାୟ କଲେ। ପ୍ରତ୍ୟେକ ଧନଶାଳୀ ଲୋକଠାରୁ ପଗ୍ଭଶ୍ ଶେକଲ ଲେଖାଏଁ ରୂପା ନେଲେ। ସେ ଅଶୂର ରାଜାଙ୍କୁ ଏହି ଧନ ପାଇବା ପରେ ଇସ୍ରାଏଲ ପରିତ୍ୟାଗ କଲେ ଓ ନିଜ ଦେଶକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।