2 Kings 15:21 — Compare Translations

5 translations compared side by side

Odia - 1840
"ମନ ହେମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ ମହାନ୍ କ୍ରିଯା ଇଶ୍ରାୟେଲ ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ମନହେମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ମନହେ‌ମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ ମହାନ କ୍ରିୟା ଇସ୍ରାଏଲ ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ମନହେମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ମନହେମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?