2 Kings 15:22 — Compare Translations
5 translations compared side by side
Odia - 1840
"ମନ ହେମ୍ଙ୍କର ମୃତ୍ଯୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ତାଙ୍କ ପରେ ତାଙ୍କ ପୁତ୍ର ପକହିଯ ତାଙ୍କ ପଦ ରେ ରାଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମନହେମ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନହେମଙ୍କର ମୃତ୍ୟୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ତାଙ୍କ ପରେ ତାଙ୍କ ପୁତ୍ର ପକହିୟ ତାଙ୍କ ପଦରେ ରାଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମନହେମ୍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମନହେମ୍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।